ଏଣିକି ଯୁକ୍ତ୨ ମେଧାବୀ ଛାତ୍ରଛାତ୍ରୀଙ୍କୁ ଲାପଟପ୍‌ ବଦଳରେ ମିଳିବ ଟଙ୍କା

ଭୁବନେଶ୍ୱର: ଏଣିକି ଯୁକ୍ତ୨ ମେଧାବୀ ଛାତ୍ରଛାତ୍ରୀଙ୍କୁ ଆଉ ଲାପଟପ୍‌ ଦିଆଯିବ ନାହିଁ। ଲାପଟପ୍‌ ବଦଳରେ ୩୦ ହଜାର ଟଙ୍କା ପ୍ରଦାନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

Spread the love