କରୋନାରେ ଆଉ ୨ ମୃତ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ମଙ୍କଗଳବାର କରୋନା ନେଲା ଆଉ ଦୁଇ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୭ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଦୁଇ ମୃତକ କଟକ ଜିଲ୍ଲାର ବୋଲି ଜଣାପଡିଛି । କଟକ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ସେହିଭଳି ଗଞ୍ଜାମ ଜିଲ୍ଲାରୁ ୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

Spread the love

Leave a Reply

Your email address will not be published. Required fields are marked *