କୃଷି ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ

ଭୁବନେଶ୍ୱର : ବିଧାନସଭାରେ କୃଷି ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ । ପୋଡିୟମ ନିକଟରେ ବ୍ୟାନର ଦେଖାଇ ବିରୋଧୀଙ୍କ ପ୍ରତିବାଦ । ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବିରୋଧୀ ।

Spread the love