ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୮କୁ ବୃଦ୍ଧି

ଛତ୍ରପୁର : ଗଞ୍ଜାମ ଜିଲାରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ଜିଲାରେ ୫୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ବର୍ତ୍ତମାନ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୮କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୧ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୭୨୯ଜଣ ସୁସ୍ଥ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ଘଟିଛି।

Spread the love

Leave a Reply

Your email address will not be published. Required fields are marked *