ଛତିଶଗଡ ବିଜାପୁରରେ ଏନକାଉଣ୍ଟର : କମ୍ବିଂ ଅପରେସନ୍‌ବେଳେ ନାସ୍‌ନାଲ ପାର୍କ ଜଙ୍ଗଲରେ ବିସ୍ଫୋରଣ

Spread the love

 ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣ । ପୁଲିସ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର ବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଏହା ସହ ୩ ଜଣ ଯବାନ ଆହତ ହୋଇଛନ୍ତି । କମ୍ବିଂ ବେଳେ ନ୍ୟାସନାଲ ପାର୍କ ନିକଟରେ ମାଓବାଦୀ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ହୋଇଥିଲା । ଏଥିରେ ଜଣେ ଯବାନ ସହିଦ ହୋଇଛନ୍ତି । ସହିଦ ଡିଆରଜି ଯବାନ ହେଉଛନ୍ତି ଦିନେଶ ନାଗ । ଆହତ ଯବାନଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇଛି । ସେମାନେ ଏବେ ସୁସ୍ଥ ଥିବା ଜଣାପଡ଼ିଛି । 


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading