ଜମ୍ମୁ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

Spread the love

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । ଆରଏମଏଲ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ହୋଇଥିବା ସୂଚନା ମିଳିଛି । ୭୯ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।  ସେ ପୂର୍ବରୁ ଗୋଆ, ମେଘାଳୟର ରାଜ୍ୟପାଳ ରହିଛନ୍ତି । କିଛିଦିନ ହେଲାଣି ହସପିଟାଲରେ ଭର୍ତ୍ତି ହୋଇଥିଲେ । ଅବସ୍ଥା ଗୁରୁତର ଥିବାରୁ ଆଇସିୟୁରେ ଭର୍ତ୍ତି ହୋଇଥିଲେ ।

ଜମ୍ମୁ କାଶ୍ମୀର, ମେଘାଳୟ, ବିହାର ରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ । ଓଡ଼ିଶାର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ବ ମଧ୍ୟ ତୁଲାଇଥିଲେ । ୨୦୧୮ ମାର୍ଚ୍ଚ ୨୧ରୁ ମେ ୨୮ ପର୍ଯ୍ୟନ୍ତ ଅତିରିକ୍ତ ଦାୟିତ୍ବ ତୁଲାଇଥିଲେ ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading