ଦଶ ଚକିଆ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ଚାଳକ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାର ଲହୁଣିପଡ଼ା ନିକଟସ୍ଥ କେନ୍ଦୁଡିକଟା ଠାରେ ଏକ ଦଶ ଚକିଆ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇ ପାଣିରେ ପଡ଼ି ଯାଇଛି। ତେବେ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଲହୁଣିପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Spread the love