ପାରିବାରିକ କଳହକୁ ନେଇ ସ୍ବାମୀକୁ ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ : ଅଟକ ରଖି ପୁଲିସର ଜେରା

Spread the love

ସ୍ୱାମୀକୁ ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ। ସୁନ୍ଦରଗଡ଼ ଟାଉନ ଥାନା ହରିଓଁ କଲୋନୀରେ ଘଟିଛି ଏପରି ଘଟଣା । ଗତକାଲି ପାରିବାରିକ କଳହକୁ ନେଇ ରାତିରେ ଦୁଇ ଜଣଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ପରେ ସ୍ବାମୀ ଧ୍ରୁବ କେରକେଟାକୁ ତଣ୍ଟି ଚିପି ହତ୍ୟା କରିଛି ସ୍ତ୍ରୀ । ଏହା ପରେ ନିଜେ ମେଡିକାଲ ଯାଇ ଘଟଣାକୁ ଅନ୍ୟମୋଡ଼ ଦେବା ପାଇଁ ଯୋଜନା କରୁଥିଲା । ସନ୍ଦେହ ପରେ ମେଡିକାଲ କର୍ମଚାରୀ ପୁଲିସକୁ ଖବର ଦେଇଥିଲେ। ପୁଲିସ ସ୍ତ୍ରୀ ଉର୍ମିଳା କେରକେଟାଙ୍କୁ ଅଟକ ରଖି ପଚରାଉଚରା କରୁଛି । 


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading