ବିଏମ୍‌ସି କାର୍ଯ୍ୟାଳୟରେ ଲୋକଙ୍କ ପ୍ରବେଶ ଉପରେ କଟକଣା

ଭୁବନେଶ୍ବର: ବିଏମ୍‌ସି କାର୍ଯ୍ୟାଳୟରେ ଲୋକଙ୍କ ପ୍ରବେଶ ଉପରେ କଟକଣା। ବିଏମ୍‌ସି ପକ୍ଷରୁ ଲଗାଗଲା କଟକଣା। ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧିକୁ ଦେଖି ବିଏମ୍‌ସିର ନିଷ୍ପତ୍ତି। ଆଜିଠୁ କଡାକଡି ହେବ ଏନ୍‌ଫୋର୍ସମେଣ୍ଟ। ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ଉପରେ ଗୁରୁତ୍ବ ଦିଆଯାଇଛି। ନିୟମ ଭାଙ୍ଗୁଥିବା ଲୋକଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ।

Spread the love

Leave a Reply

Your email address will not be published. Required fields are marked *