ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଜଣେ ଅଭିଯୁକ୍ତ ଗିରଫ

କଟକ : ବ୍ରାଉନସୁଗାର ବିକ୍ରି କରୁଥିବା ଅବକାରୀ ବିଭାଗ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଉଛି ପଟିଆର ରାମଚନ୍ଦ୍ର ପାତ୍ର। ଅଭିଯୁକ୍ତ ନିକଟରୁ ୪୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି।

Spread the love