ମୌସୁମୀ ଦୁର୍ବଳ, ଲାଗି ରହିବ ଗରମ ଓ ଗୁଳୁଗୁଳି

ଭୁବନେଶ୍ୱର : ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ଥିବାରୁ କିଛି କିଛି ସ୍ଥାନରେ ବର୍ଷା ହେଉଛି। ଫଳରେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଚଳିତ ମାସର ଶେଷ ୩ ଦିନରେ ମଧ୍ୟ ବର୍ଷାର ସେମିତି କିଛି ସମ୍ଭାବନା ନାହିଁ ବୋଲି ଜଣା ପଡିଛି । କାଁ ଭାଁ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହ ଗରମ ଓ ଗୁଳୁଗୁଳି ଲାଗି ରହିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି।

Spread the love

Leave a Reply

Your email address will not be published. Required fields are marked *