ରାଜ୍ୟରେ ପୁଣି ୨୧୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୨୧୦ ଜଣ କରୋନା ପଜିଟିଭ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ ସଙ୍ଗରୋଧ କେନ୍ଦ୍ର ଓ ୩୬ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨କୁ ବୃଦ୍ଧି ପାଇଛି। ସେହିପରି ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪,୧୨୩ ଏବଂ ଆକ୍ଟିଭ କେସ୍ ୧୮୧୫ ରହିଛି ।

Spread the love

Leave a Reply

Your email address will not be published. Required fields are marked *