ସିବିଏସଇ ପରୀକ୍ଷା ବାତିଲ

ଭୁବନେଶ୍ବର : ସିବିଏସଇ ପରୀକ୍ଷା ବାତିଲ ହୋଇଯାଇଛି। ଦଶମ ଏବଂ ଦ୍ବାଦଶ ଶ୍ରେଣୀର ସମସ୍ତ ପରୀକ୍ଷା ବାତିଲ କରାଯାଇଛି। ପରୀକ୍ଷାକୁ ନେଇ ଅଭିଭାବକ ସୁପ୍ରିମ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏନେଇ ସିବିଏସଇ କର୍ତ୍ତୃପକ୍ଷ ସୁପ୍ରିମ କୋର୍ଟଙ୍କୁ ଅବଗତ କରାଇଛନ୍ତି। ଜୁଲାଇ ୧ରୁ ୧୫ତାରିଖ ମଧ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ବାତିଲ କରାଯାଇଛି।

Spread the love

Leave a Reply

Your email address will not be published. Required fields are marked *