ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୩ ମହିଳାଙ୍କ ସମେତ ୪ ମାଓବାଦୀ ମୃତ

Spread the love

ଭୁବନେଶ୍ବର: ଛତିଶଗଡ଼- ମହାରାଷ୍ଟ୍ର ସୀମାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୪ ମାଓବାଦୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି। ଗଢଚିରୋଲି-ନାରାୟଣପୁର ସୀମାବର୍ତ୍ତୀ ଜଂଗଲରେ ଗୁଳିବିନିମୟ ହୋଇଥିବା ଜଣାଯାଇଛି। ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୩ ମହିଳା ଥିବା କୁହାଯାଉଛି। 

ଛତିଶଗଡ଼- ମହାରାଷ୍ଟ୍ର ସୀମାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୪ ମାଓବାଦୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି। ଗଢଚିରୋଲି-ନାରାୟଣପୁର ସୀମାବର୍ତ୍ତୀ ଜଂଗଲରେ ଗୁଳିବିନିମୟ ହୋଇଥିବା ଜଣାଯାଇଛି। ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୩ ମହିଳା ଥିବା କୁହାଯାଉଛି। ମହାରାଷ୍ଟ୍ରର ସି-୬୦ ଓ ସିଆରପିଏଫ୍ ଯବାନଙ୍କ ମିଳିତ ଅପରେସନରେ ଏଭଳି ସଫଳତା ମିଳିଛି। ଘଟଣା ସ୍ଥଳରୁ ଗୋଟିଏ ଏସଏଲଆର, ୨ଟି ଇନସାସ୍ ଓ ଗୋଟିଏ ୩୦୩ ବନ୍ଧୁକ ଜବତ କରାଯାଇଛି।

ମହାରାଷ୍ଟ୍ରର ସି-୬୦ ଓ ସିଆରପିଏଫ୍ ଯବାନଙ୍କ ମିଳିତ ଅପରେସନରେ ଏଭଳି ସଫଳତା ମିଳିଛି। ଘଟଣା ସ୍ଥଳରୁ ଗୋଟିଏ ଏସଏଲଆର, ୨ଟି ଇନସାସ୍ ଓ ଗୋଟିଏ ୩୦୩ ବନ୍ଧୁକ ଜବତ କରାଯାଇଛି।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading