୧୨ଫୁଟ୍‌ର ଅହିରାଜ ଉଦ୍ଧାର

ପାତ୍ରପୁର : ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଜଗଦେବପୁର ରାସ୍ତା କଡରେ ଥିବା ଗଛ ଉପରୁ ମଙ୍ଗଳବାର ରାତିରେ ଏକ ୧୨ଫୁଟର ଅହିରାଜ ସାପ ଉଦ୍ଧାର କରାଯାଇଛି। କେତେଜଣ ଲୋକ ଗ୍ରାମକୁ ଯାଉଥିବା ବେଳେ ସାପକୁ ଦେଖି ବନବିଭାଗକୁ ଖବର ଦେଇଥିଲେ। ବନ କର୍ମଚାରୀ ଆସି ସାପକୁ ଧରିଥିଲେ।

Spread the love

Leave a Reply

Your email address will not be published. Required fields are marked *