ଆଜି ଶ୍ରୀମନ୍ଦିରରେ ହେବ ରାହୁରେଖା ଲାଗି ନୀତି : ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Spread the love

ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ସାଢ଼େ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀ ବିଗ୍ରହମାନଙ୍କର ଏହି ରାହୁରେଖାଲାଗି ନୀତି କରାଯିବ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading