ଭୁବନେଶ୍ବର: କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।

Discover more from Emerging Odisha
Subscribe to get the latest posts sent to your email.