ରାଜଧାନୀରେ ଫୁଟିଲା ବୋମା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ ହୋଇଥିବା ସୂଚନା

Spread the love

ରାଜଧାନୀ ଛାତିରେ ପୁଣି ଫୁଟିଲା ବୋମା କମିସନରେଟ ପୁଲିସ୍  କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଦୃର୍ବୁତ୍ତ । ଭରତପୁର ପଣ୍ଡା କୁଦିଆ ବସ୍ତିରେ ବୋମା ଫୁଟିବା ଘଟଣାକୁ ମାତ୍ର କିଛି ଦିନ ବିତିଥିବା ବେଳେ, ପୁଣି ଗତକାଲି ବିଳମ୍ୱିତ ରାତିରେ  ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମା ମାଡ଼ ହୋଇଛି  ।   ଫୁଲେଶ୍ୱରି ବସ୍ତିର ଏକ କ୍ଳବ୍ ଘର ଉପରକୁ ଦୃର୍ବୁତ୍ତ ମାନେ ବୋମା ମାଡ କରିଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ଅନୁମାନ କରିଛନ୍ତି ସ୍ଥାନୀୟ ଲୋକ  ।  ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ ଲୋକମାନେ ଆତଙ୍କିତ ହୋଇ ପଡ଼ିଥିଲେ । ଘଟଣା ସ୍ଥଳରେ ଉତେଜନା ସୃଷ୍ଟି ହୋଇଥିଲା  ।  ପରେ ଘଟଣା ସ୍ଥଳରେ ଭରତ ପୁର ଥାନା ପୁଲିସ୍  ପହଞ୍ଚି ଛାନଭିନ ଆରମ୍ଭ କରିଛି। 


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading