ସମ୍ବଲପୁର ୨୪।୭: ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି । ସମ୍ୱଲପୁର ନିକଟରେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଲଓ୍ୱେ ପକ୍ଷରୁ ସୂଚନା ମିଳିଛି । ସକାଳ ୯ଟା ସମୟରେ ଜେନେରାଲ୍ କୋଚର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଭୁବନେଶ୍ୱରରୁ ସମ୍ୱଲପୁର ଯାଉଥିବା ବେଳେ ସମ୍ୱଲପୁର ସିଟି ଷ୍ଟେସନ ପୂର୍ବରୁ ଲାଇନଚ୍ୟୁତ ହୋଇଥିବା ଜଣାପଡିଛି ।
Discover more from Emerging Odisha
Subscribe to get the latest posts sent to your email.