
ମେଷ-ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ ।ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ । ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ ।ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-ନିଜ କାର୍ୟ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ଜମିରେ ନିବେଶ ପାଇଁ ଶୁଭ ରହିବ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ ।ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ପ୍ରତିକାର – ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଜମିଜମା କିଣିବାର ସୁଯୋଗ ରହିଛି । ଚାକିରିରେ କୈାଣସି ଗୋଟେ ବଡ ପଦବୀ ଯାଇପାରେ । ମହିଳା ମାନେ ଧର୍ମପରାୟଣ ହେବେଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର୍ୟ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ । ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ଛୋଟ ଛୋଟ କଥାର ଅଣଦେଖା ନ କରିବା ଭଲ ।ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମୀନ-ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମସପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ ।ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ