ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ

Spread the love

ସମ୍ବଲପୁର ୨୪।୭: ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି । ସମ୍ୱଲପୁର ନିକଟରେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଲଓ୍ୱେ ପକ୍ଷରୁ ସୂଚନା ମିଳିଛି । ସକାଳ ୯ଟା ସମୟରେ ଜେନେରାଲ୍ କୋଚର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଭୁବନେଶ୍ୱରରୁ ସମ୍ୱଲପୁର ଯାଉଥିବା ବେଳେ ସମ୍ୱଲପୁର ସିଟି ଷ୍ଟେସନ ପୂର୍ବରୁ ଲାଇନଚ୍ୟୁତ ହୋଇଥିବା ଜଣାପଡିଛି ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading