କୋରାପୁଟ ଗସ୍ତରେ ମୁଖ୍ୟମନ୍ତ୍ରୀ; ସହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲର କଲେ ଉଦଘାଟନ

Spread the love

 କୋରାପୁଟ ଗସ୍ତରେ ମୁଖ୍ୟମନ୍ତ୍ରୀ । ଆଜି ଗସ୍ତର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ସହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ନୂତନ ବିଲ୍ଡିଂର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ କୋରାପୁଟ ଡିଏଭି କଲେଜ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସମାବେଶକୁ ସମ୍ବୋଧିତ କରୁଛନ୍ତି । ଏହାପରେ ସଦଭାବନା ଗୃହରେ କୋରାପୁଟର ଜିଲ୍ଳାର ବିକାଶମୂଳକ କାର୍ଯ୍ୟକଳାପର ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି । ଅପରାହ୍ନରେ ଭୁବନେଶ୍ୱର ଫେରିଆସିବେ ।

କୋରାପୁଟକୁ ମୋହନଙ୍କ ଭେଟି । ସହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ୬୫୦ ଶଯ୍ୟା ବିଶିଷ୍ଟ ନୂତନ ବିଲ୍ଡିଂର ଉଦଘାଟନ କଲେ । ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେଲେ । କୋରାପୁଟ ଜିଲ୍ଳାର ବିକାଶମୂଳକ ପ୍ରକଳ୍ପର କରିବେ ସମୀକ୍ଷା ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading