୫୧ ବର୍ଷ ପରେ ପ୍ରଥମଥର ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ

ମାଞ୍ଚେଷ୍ଟର,୨୪।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ ମାଞ୍ଚେଷ୍ଟରର…

ଆଜି ଐତିହାସିକ ଚୁକ୍ତି ସ୍ବାକ୍ଷର କରିବେ ମୋଦି

ଲଣ୍ଡନ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଐତିହାସିକ ୟୁକେ ଗସ୍ତରେ ଯାଇ ଲଣ୍ଡନ ପହଞ୍ଚିଛନ୍ତି। ଏଠାରେ ସେ ଆଗାମୀ ୨୪ ଘଣ୍ଟା…

ଅନିଲ ଅମ୍ବାନୀଙ୍କ କମ୍ପାନୀରେ ପଶିଲା ED: ୩,୦୦୦ କୋଟି ଟଙ୍କାର ଠକେଇ ଅଭିଯୋଗ

ମୁମ୍ବାଇ,୨୪।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଗୁରୁବାର ଶିଳ୍ପପତି ଅନିଲ ଅମ୍ବାନୀଙ୍କ ମୁମ୍ବାଇରେ ଥିବା କମ୍ପାନୀଗୁଡ଼ିକ ସହିତ ଜଡିତ ଅନେକ ସ୍ଥାନରେ ଚଢାଉ…

ମୁମ୍ବାଇ ଟ୍ରେନ୍‌ ବିସ୍ଫୋରଣ ମାମଲା: ୧୨ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୭: ୨୦୦୬ ମୁମ୍ବାଇ ଟ୍ରେନ୍‌ ବିସ୍ଫୋରଣ ମାମଲାରେ ୧୨ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରାଯାଇଛି। ସୁପ୍ରିମକୋର୍ଟ ଗୁରୁବାର ବମ୍ବେ ହାଇକୋର୍ଟର ନିଷ୍ପତ୍ତି ବିରୋଧରେ…

ହୀରାକୁଦ ଜଳଭଣ୍ଡାରରୁ ଖୋଲିଲା ୪ ଗେଟ୍‌

ସମ୍ବଲପୁର,୨୪ା୭: ହୀରାକୁଦ ଜଳଭଣ୍ଡାରରରୁ ଶୁକ୍ରବାର ଆଉ ୪ଟି ଗେଟ୍‌ ଖୋଲିଯାଇଛି। ବିର୍ତ୍ତମାନ ୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି।…

ବଳଙ୍ଗା ଛାତ୍ରୀ ପୋଡ଼ି ଘଟଣା: ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର

ପୁରୀ,୨୪।୬: ବଳଙ୍ଗାରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଦୁର୍ବୃତ୍ତମାନେ ନିର୍ମମ ଭାବେ ପେଟ୍ରୋଲ ଢାଳି ପୋଡ଼ିଦେବା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର…

ଆଜି ବଙ୍ଗୋପସାଗରରେ ଲଘୁଚାପ; ୨ ଜିଲାକୁ ରେଡ୍ ଆଲର୍ଟ, ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୪ା୭ ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ବୁଧବାର ବଙ୍ଗୋପସାଗରରେ ପ୍ରବେଶ କରିଛି। ଏହାର ପ୍ରଭାବରେ…

ଜଗତସିଂହପୁରରେ ପୁଣି କୂଳ ଲଙ୍ଘିଲା ସମୁଦ୍ର, ୫୦୦ ମିଟର ଜନବସତି ଆଡ଼କୁ ମାଡ଼ି ଆସିଲା ପାଣି

ଏରସମା,୨୪।୭  ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳ ଭାବେ ପରିଚିତ ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ବେଳାଭୂମିରେ ସମୁଦ୍ର…

ମହାନଦୀ ଜଳବିବାଦକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କେନ୍ଦ୍ର ସହଯୋଗରେ ଆପୋଷ ସମାଧାନ ଚାହୁଁଛି ଓଡ଼ିଶା

ଦୀର୍ଘବର୍ଷ ଧରି ଛତିଶଗଡ଼ ସହ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ କେନ୍ଦ୍ର ସରକାରଙ୍କ ସହଯୋଗରେ କରିବା ନିମନ୍ତେ ରାଜ୍ୟ ସରକାର…

ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି, ଆକାଶପଥକୁ କଡ଼ାକଡ଼ି କଲେ ଦୁଇଦେଶ

ନୂଆଦିଲ୍ଲୀ,୨୩/୦୭: ଥମିନି ଭାରତ-ପାକିସ୍ତାନ ଉତ୍ତେଜନା । ଏବେ ବି ଦୁଇ ଦେଶ ମଧ୍ୟରେ ଛାୟା ଉତ୍ତେଜନା ଜାରି ରହିଛି । ତେଣୁ ସୀମାରେ…