କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅହେତୁକ ଦରଦାମ୍ ବୃଦ୍ଧି ପ୍ରତିବାଦରେ ଶୁକ୍ରବାର କଂଗ୍ରେସ ପକ୍ଷରୁ ଏକ ସାଇକେଲ ରାଲି ଓ ସଚେତନ କାର୍ଯ୍ୟକ୍ରମ

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅହେତୁକ ଦରଦାମ୍ ବୃଦ୍ଧି ପ୍ରତିବାଦରେ ଶୁକ୍ରବାର କଂଗ୍ରେସ ପକ୍ଷରୁ ଏକ ସାଇକେଲ ରାଲି ଓ ସଚେତନ କାର୍ଯ୍ୟକ୍ରମ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କର୍ମୀ ମାନେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଉପରେ ଅହେତୁକ ଦରଦାମ୍ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସ୍ଥାନୀୟ ବିଧାୟକଙ୍କ ସମେତ ସମସ୍ତ କଂଗ୍ରେସ କର୍ମି ସାଇକେଲ ରାଲି କରି ସହର ସାରା ବୁଲି ଜନସାଧାରଣଙ୍କୁ ସଚେତନ କରିଥିଲେ । ଏହି ଦରଦାମ୍ ବୃଦ୍ଧି ଉପରେ ଆଲୋଚନା କରି କେନ୍ଦ୍ର ଓ ରାଜ୍ୟ ସରକାର ମିଶି ଲୋକ ମାରଣନିତି ଉପରେ ଜନସାଧାରଣଙ୍କୁ ସଚେତନ କରିଥିଲେ ।

Spread the love