୧୭ ଏମ୍‌ପିଙ୍କୁ ସଂସଦରତ୍ନ ପୁରସ୍କାର, ଓଡ଼ିଶାରୁ ପାଇଲେ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ,୨୭ା୭(ପି.ଟି.): ଲୋକ ସଭାରେ ଦୃଷ୍ଟାନ୍ତମୂଳକ ପ୍ରଦର୍ଶନ ପାଇଁ ୧୭ ଜଣ ଏମ୍‌ପିଙ୍କୁ ଚଳିତ ବର୍ଷର ସଂସଦରତ୍ନ ପୁରସ୍କାର ପାଇଁ ଚୟନ କରାଯାଇଛି।…