ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଆରମ୍ଭ ହେଲାଣି ପ୍ରସ୍ତୁତି, ଖୁବଶୀଘ୍ର ଘୋଷଣା ହେବ ତାରିଖ

Spread the love

ନୂଆଦିଲ୍ଲୀ,୨୩।୭: ନିର୍ବାଚନ କମିଶନ ନୂଆ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। କମିଶନ ଏ ସମ୍ପର୍କରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି। ନିର୍ବାଚନ କମିଶନ କହିଛନ୍ତି ଯେ ଗୃହ ମନ୍ତ୍ରଣାଳୟ ୨୨ ଜୁଲାଇରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଇସ୍ତଫା ବିଷୟରେ ସୂଚନା ଦେଇଥିଲା। ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନିର୍ବାଚନ ତାରିଖ ଖୁବ ଶୀଘ୍ର ଘୋଷଣା କରାଯିବ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading

Subscribe