ଭିଜିଲାନସ୍ ଜାଲରେ ଭୂବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍

Spread the love

କେନ୍ଦୁଝର: ଭିଜିଲାନସ୍ ଜାଲରେ ଭୂବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡ଼ିବନ୍ଧୁ ବେହେରା। ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ । ଏହାପରେ ହାଡ଼ିବନ୍ଧୁ ବେହେରାଙ୍କର ସରକାରୀ ଅଫିସ୍ ଓ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଚାଲିଛି।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading