ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ବଡ଼ କଥା କହିଦେଲେ ମନମୋହନ ସାମଲ

Spread the love

ଭୁବନେଶ୍ୱର,୨୬।୭: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରିବା ପରେ ସେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ଏକ ବଡ଼ କଥା କହିଦେଇଛନ୍ତି। ସେ କହିଛନ୍ତି, -ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି। ଦଳର ବିଭିନ୍ନ ସାଂଗଠନିକ ବିଷୟରେ କଥାବାର୍ତ୍ତା ହୋଇଛି। ଖୁବ୍‌ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ। ଆଜି ବି ବୈଠକ ଅଛି, ସାଂଗଠନିକ ବିଷୟରେ ଆଲୋଚନା ହେବ ବୋଲି ସେ ସୂଚନା ଦେଇଛନ୍ତି।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading